ଯୁକ୍ତ ଦୁଇରେ ନାମ ଲେଖା ଅବଧି ଆଉ ଦୁଇ ଦିନ ବୃଦ୍ଧି
ଭୁବନେଶ୍ୱର, ୫ ଜୁଲାଇ,- ଯୁକ୍ତ ଦୁଇରେ ନାମ ଲେଖା ଅବଧିକୁ ଆଉ ଦୁଇ ଦିନ ବୃଦ୍ଧି କରାଯାଇଛି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ । ସେ କହିଛନ୍ତି ଯେ, ଏହି ନାମ ଲେଖେଇବା ପାଇଁ ଚଳିତ ମାସ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । ସର୍ଭରର ତୃଟି ପାଇଁ ଏହାକୁ ଆଉ ଦୁଇ ଦିନ ବୃଦ୍ଧି କରାଯାଇଛି । ୮ ଓ ୯ ତାରିଖ ଦିନ ଛାତ୍ରଛାତ୍ରୀମାନେ ନାମ ଲେଖେଇପାରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଓଡିଶା
ଯୁକ୍ତ ଦୁଇରେ ନାମ ଲେଖା ଅବଧି ଆଉ ଦୁଇ ଦିନ ବୃଦ୍ଧି
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...