ଜାତି , ବାସିନ୍ଦା ପ୍ରମାଣପତ୍ର ଦେୟ ଛାଡ୍ କୁ କ୍ୟାବିନେଟ୍ ମଂଜୁରୀ
ଭୁବନେଶ୍ୱର,୨୧ ଅକ୍ଟୋବର – ବାସିନ୍ଦା , ଆୟ , ଆୟ ଓ ସମ୍ପତି (ଆର୍ଥିକ ଅନଗ୍ରସର ବର୍ଗ ନିମନ୍ତେ), ଉତରାଧିକାରୀ , ଅଭିଭାବକ , ତଫସିଲ ଜାତି , ତଫସିଲଭୁକ୍ତ ଜନଜାତି , ଅନ୍ୟାନ୍ୟ ପଛୁଆ ବର୍ଗ , ସାମାଜିକ ତଥା ଆର୍ଥିକ ଏବଂ ଅନଗ୍ରସର ବର୍ଗ ପ୍ରମାଣ ପତ୍ର ପାଇଁ ଜନସାଧାରଣଙ୍କ ଠାରୁ ଆଦାୟ କରାଯାଉଥିବା ସମସ୍ତ ପ୍ରକାର ଦେୟ ଛାଡ୍ କରିବା ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି ।
ଓଡିଶା
ଜାତି , ବାସିନ୍ଦା ପ୍ରମାଣପତ୍ର ଦେୟ ଛାଡ୍ କୁ କ୍ୟାବିନେଟ୍ ମଂଜୁରୀ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...