ବଲାଙ୍ଗୀର ଓ ସୋନପୁର ଡାକ୍ତରଖାନା ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ , ୫-ଟି ସଚିବ
ଭୁବନେଶ୍ୱର, ୦୭ ନଭେମ୍ବର – ମୁଖ୍ୟ ଶାସନ ସଚିବ ଅସୀତ୍ ତ୍ରିପାଠୀ ଓ ୫- ଟି ସଚିବ ଭି.କେ ପାଣ୍ଡିଆନ୍ ଗୁରୁବାର ବଲାଙ୍ଗୀର ଓ ସୋନପୁର ମୁଖ୍ୟ ଡାକ୍ତରଖାନାକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଉଭୟ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ । ରୋଗୀଙ୍କ ଠାରୁ ଡାକ୍ତରଖାନାର ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ରୋଗୀଙ୍କ ଅଭିଯୋଗର ଖୁବଶୀଘ୍ର ସମାଧାନ ହେବ ବୋଲି ୫ଟି-ସଚିବ ପ୍ରତିଶ୍ରୃତି ଦେଇଛନ୍ତି । ଏହାପରେ ସୋନପୁର ମୁଖ୍ୟ ଡାକ୍ତରଖାନା ଯାଇଥିଲେ । ଏଠାରେ ସେ ଡାକ୍ତରଖାନାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ।
ଓଡିଶା
ବଲାଙ୍ଗୀର ଓ ସୋନପୁର ଡାକ୍ତରଖାନା ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ , ୫-ଟି ସଚିବ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...