କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ହୃଦରୋଗ ଚିକିତ୍ସା କେନ୍ଦ୍ର
ଭୁବନେଶ୍ୱର,୧୬ ଡିସେମ୍ବର – ହୃଦ୍ରୋଗୀ ମାନଙ୍କର ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ହୃଦ୍ରୋଗ ଚିକିତ୍ସା କେନ୍ଦ୍ର ଖୋଲାଯାଇଛି । ଏହି କେନ୍ଦ୍ରରେ ଦୈନିକ ୧୫ ରୁ ୨୦ ରୁ ହୃଦ୍ରୋଗୀଙ୍କୁ ଅପରେସନ ସହ ଚିକିତ୍ସା କରାଯାଇ ପାରିବ । ରାଜ୍ୟ ସରକାର ସେମାନଙ୍କର ଚିକିତ୍ସା ଖର୍ଚ୍ଚ ବହନ କରିବେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ପ୍ରକାଶ କରିଛନ୍ତି । ଏହି କେନ୍ଦ୍ରର ନିର୍ଦ୍ଦେଶକ ଭାବେ ଡା. ପି. କେ. ଦାସଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ସେ କହିଛନ୍ତି ।
ଆଞ୍ଚଳିକ
କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ହୃଦରୋଗ ଚିକିତ୍ସା କେନ୍ଦ୍ର
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...