ରାଜ୍ୟରେ ବଢିବାକୁ ଯାଉଛି ତାପମାତ୍ରା
ଭୁୁବନେଶ୍ୱର , ୧୬ ଫେବୃଆରୀ – ରାଜ୍ୟରେ ଆଗାମୀ ଦିନରେ ତାପମାତ୍ରା ବଢିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ।
ଆଗାମୀ ତିନି ଚାରି ଦିନ ମଧ୍ୟଚେ ରାଜ୍ୟରେ ରାତ୍ରିର ତାପମାତ୍ରା ବର୍ତମାନ ଠାରୁ ଦୁଇରୁ ତିନି ଡିଗ୍ରୀ ମଧ୍ୟରେ ବଢିବ । ଉଭୟ ଦିନ ଓ ରାତ୍ରୀର ତାପମାତ୍ରା ବଢିବା କାରଣରୁ ଫେବୃଆରୀ ମାସରେ ଗ୍ରୀଷ୍ମର ପ୍ରଭାବ ଅନୁଭୂତ ହେବ । ଆଗାମୀ ଦିନ ମାନଙ୍କରେ ରାଜ୍ୟର ବିଭିନ୍ନ ଅଂଚଳରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଓ ସର୍ବ ନିମ୍ନ ତାପମାତ୍ରା ୧୭ ଡିଗ୍ରୀ ଯାଏ ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ।
ଓଡିଶା
ରାଜ୍ୟରେ ବଢିବାକୁ ଯାଉଛି ତାପମାତ୍ରା
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...