ପ୍ରଧାନମନ୍ତ୍ରୀ ଆଗାମୀ 16 ଓ 17 ତାରିଖରେ ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ବାର୍ତାଳାପ କରିପାରନ୍ତି І
ନୂଆଦିଲ୍ଲୀ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ଦିନରେ ସାମ୍ପ୍ରତିକ ପରିସ୍ଥିତିକୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଆଲୋଚନା କରିପାରନ୍ତି І ସୂତ୍ରରୁ ପ୍ରକାଶଯେ , ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ମୋଦି ଆଗାମୀ 16 ଓ 17 ତାରିଖରେ ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ବାର୍ତାଳାପ କରିପାରନ୍ତି І ମହାମାରୀ ର ସାମ୍ପ୍ରତିକ ପରିସ୍ଥିତି ଓ ଜନସାଧାରଣଙ୍କ ଅସୁବିଧା ସହିତ ସମାଧାନର ପନ୍ଥା ଉପରେ ଆଲୋଚନା କରିପାରନ୍ତି І ଲକଡାଉନ କୋହଳ ହେଲାପରେ ଯେଉଁ ପରିସ୍ଥିତି ଉପୁଜିଛି ତାହାର ନିରାକରଣ ଓ ରାଜ୍ୟମାନଙ୍କର ଆର୍ଥିକ ସମସ୍ୟା ଉପରେ ଚର୍ଚା କରିବେ ବୋଲି ଏକ ନିର୍ଭରଯୋଗ୍ୟ ସୂତ୍ରରୁ ପ୍ରକାଶ І
ଦେଶ
ପ୍ରଧାନମନ୍ତ୍ରୀ ଆଗାମୀ 16 ଓ 17 ତାରିଖରେ ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ବାର୍ତାଳାପ କରିପାରନ୍ତି І
More in ଦେଶ
-
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨 ଚାନ୍ଦିପୁର :- 22-12 -ଓଡିଶା ଉପକୂଳରେ ଅବସ୍ଥିତ ଅବଦୁଲ କାଲାମ ଦ୍ବୀପର...
-
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨 ନୂଆଦିଲ୍ଲୀ :- 22-12-ନିର୍ଧାରିତ ସମୟ ପୂର୍ବରୁ ସଂସଦର ଶୀତକାଳୀନ ଅଧିବେଶନକୁ...
-
ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ଇଡିର ପଚରା ଉଚରା ।
ପାନାମା ପେପର ଲିକ୍ ମାମଲାରେ ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ପଚରା ଉଚରା...
-
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ |
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ | ଭୁବନେଶ୍ୱର -: 19/12 – ଜନସାଧାରଣ ସତର୍କ ନରହିଲେ ନୂଆବର୍ଷରୁ...