୧୮ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି
ଭୁବନେଶ୍ୱର,୨୪ା୮: ସଂନ୍ଧ୍ୟା ୫ଟା ୪୫ ମିନିଟ୍ ମଧ୍ୟରେ ଝଡ଼ ତୋଫାନ ଓ ବର୍ଷା ସମ୍ଭାବନା ନେଇ ଆଂଚଳିକ ପାଣିପାଗ ବିଭାଗ ଭୁବନେଶ୍ୱର ପକ୍ଷରୁ ରାଜ୍ୟର ୧୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରୀ କରାଯାଇଛି । ସମ୍ପୃକ୍ତ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୋନପୁର ଏବଂ ବୌଦ୍ଧ । ଏପରିକି ଭୁବନେଶ୍ୱର ଓ କଟକରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଞ୍ଚଳିକ
୧୮ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...